ସିଆରପିଏଫ ର ‘ହରଘର ତିରଙ୍ଗା’ ସଚେତନତା କାର୍ଯ୍ୟକ୍ରମ।। ସାମିଲ ହେଲେ ସ୍କୁଲ ଛାତ୍ରଛାତ୍ରୀ।

0 272

ଆଜାଦୀ କି ଅମୃତ ମହୋତ୍ସବ ପାଳନ ଅବସରରେ ଅଗଷ୍ଟ ୧୩ ତାରିଖ ରୁ ହର ଘର ତିରଙ୍ଗା କ୍ରଯ୍ୟକ୍ରମ ଆରମ୍ଭ କରାଯାଉଛି। ଏହି କାର୍ଯ୍ୟକ୍ରମ ଲାଗି ସଚେତନତା ସୃଷ୍ଟି କରିବାକୁ ରାଉରକେଲା ସି ଆର ପି ଏଫ ୧୯ ବାଟାଲିଅନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସଚେତନତା ରାଲି କରାଯାଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ସହରର ବିଭିନ୍ନ ସଙ୍ଗଠନର ସଦସ୍ୟ ମାନେ ମଧ୍ୟ ସାମିଲ ହୋଇଥିଲେ।

Leave A Reply

Your email address will not be published.