ରାଉରକେଲା : ହେପି ମୋମେଣ୍ଟ ଇଣ୍ଡିଆ ପକ୍ଷରୁ ” ଏକ ଦିୟା ସହିଦୋ କେ ନାମ” କାର୍ଯ୍ୟକ୍ରମ ଅନୁଷ୍ଠିତ।। ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ।

0 284

ଦୀପାବଳୀ ପୂର୍ବରୁ ହେପି ମୋମେଣ୍ଟ ଇଣ୍ଡିଆ ପକ୍ଷରୁ “ଏକ ଦିୟା , ସହୀଦୋ କେ ନାମ ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସଂସ୍ଥାର ପ୍ରତିଷ୍ଠାତା ରାଜେନ୍ଦ୍ର ପଣ୍ଡାଙ୍କ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ୧୦ ବର୍ଷ ହେଲା ହୋଇ ଆସୁଛି । ଚଳିତ ବର୍ଷ ଏହି ପୋଗ୍ରାମ ରାଉରକେଲା ଦୀପିକା ଇଂଲିଶ ମିଡ଼ିଅମ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଥିଲା। ପୂର୍ବତନ ସୈନିକ ସଙ୍ଘ ଏବଂ ବିଉଟିସିଅନ ସଙ୍ଘ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଏହି ପରିପ୍ରେକ୍ଷୀରେ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Leave A Reply

Your email address will not be published.