ମୟୁରଭଞ୍ଜ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଏବଂ ଦୁର୍ନୀତି ଅଭିଯୋଗ।। ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ର ବିକ୍ଷୋଭ ପ୍ରଦର୍ଶନ।

0 247

ମୟୁରଭଞ୍ଜ: ,୩/୧(ସତ୍ୟା ନ୍ୟୁଜ) (ଶ୍ୟାମଳେନ୍ଦୁ ପରିଡା) ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ଘର ବଣ୍ଟନ ପ୍ରକ୍ରିୟାରେ ଅନିୟମିତତା ଏବଂ ଦୁର୍ନୀତି ଅଭିଯୋଗ ଆଣିଛି ଭାରତୀୟ ଜନତା ପାର୍ଟି। ମୟୁରଭଞ୍ଜ ଜିଲ୍ଲା ବିଜେପି ଜାମଦା ଶାଖା ପକ୍ଷରୁ ଏହି ଅଭିଯୋଗ ଅଣାଯାଇଛି। ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦିଆ ଯିବାକୁ ଦାବି କରାଯାଇଛି। ଏହି ପରିପ୍ରେକ୍ଷୀରେ ଜାମଦା ବ୍ଲକ୍ ର ବିଭିନ୍ନ ପଞ୍ଚାୟତ ର ହିତାଧିକାରୀମାନେ ଏକ ଶୋଭଯାତ୍ରା ରେ ବାହାରି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ପରେ ବିଡିଓ ଙ୍କ ଅନୁପସ୍ଥିତିର ଏ ବି ଡି ଓ ଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରା ଯାଇଥିଲା |

Leave A Reply

Your email address will not be published.